Onn 3

ସରକାର ଡରୁଛନ୍ତି କାହିଁକି: ଶରତ ପଟ୍ଟନାୟକ

Politics State

ଭୁବନେଶ୍ୱର: ରତ୍ନଭଣ୍ଡାର ଖୋଲିବାକୁ ସରକାର ଡରୁଛନ୍ତି ବୋଲି ପ୍ରଶ୍ନ କଲେ ଶରତ । ରତ୍ନଭଣ୍ଡାର ପ୍ରସଙ୍ଗରେ ପିସିସି ଶରତ ପଟ୍ଟନାୟକ ଗଣମାଧ୍ୟମ ଆଗରେ ନିଜର ମନ୍ତବ୍ୟ ରଖିଛନ୍ତି । ଖୋଲିବାକୁ ଗଜପତି ମହାରାଜା, ଶଙ୍କରାଚାର୍ଯ୍ୟ ଓ ସେବାୟତ ଚାହୁଁଛନ୍ତି ।

ଯଦି ସମସ୍ତେ ଚାହୁଁଛନ୍ତି ତେବେ ସରକାର ରଙ୍କକ୍ସକ୍ଟ ହୋଇଯିବା କଥା । ହେଲେ ଚାବି ହଜିବା ବାହାନା କରି ସରକାର ଚୁପ୍ ବସିଛନ୍ତି କାହିଁକି । ବିଭ୍ରାଟ ହୋଇଥିବାରୁ ସରକାର ଏଭଳି କରୁଛନ୍ତି କହିଲେ ଶରତ ପଟ୍ଟନାୟକ ।