Onn 3

ରତ୍ନଭଣ୍ଡାର ଖୋଲିବାକୁ ଉଦ୍ୟମ କରିଥିଲି: ନରସିଂହ ମିଶ୍ର

Politics State

ଭୁବନେଶ୍ୱର: ରତ୍ନଭଣ୍ଡାର ନେଇ କଂଗ୍ରେସ ବିଧାୟକ ନରସିଂହ ମିଶ୍ରଙ୍କ ବଡ ବୟାନ । ମୁଁ ମନ୍ତ୍ରୀ ଥିବାବେଳେ ରତ୍ନଭଣ୍ଡାର ଖୋଲିବାକୁ ଉଦ୍ୟମ କରିଥିଲି । କିନ୍ତୁ ମୁଁ ବିଫଳ ହୋଇଥିଲି ବୋଲି କହିଲେ ବିଧାୟକ ନରସିଂହ ମିଶ୍ର । ସେତେବେଳେ ମୋ ଉପରେ ଚାପ ପଡିଥିଲା  ।

ମୋ ସରକାର ମତେ କହିଥିଲେ ଯାହା କରୁଛନ୍ତି ଭାବିଚିନ୍ତି କରନ୍ତୁ,ମୁଁ ଏବେ ଦାବି କରୁଛି ରତ୍ନଭଣ୍ଡାର ଖୋଲାଯାଉ ବୋଲି କହିଲେ ବିଧାୟକ ନରସିଂହ ମିଶ୍ର ।