Onn 3

ନିଶା ନିବାରଣ କେନ୍ଦ୍ରରୁ ଝୁଲନ୍ତା ମୃତଦେହ ଉଦ୍ଧାର

Crime State

ଭୁବନେଶ୍ୱର: ପୁଣି ନିଶା ନିବାରଣ କେନ୍ଦ୍ରରୁ ଝୁଲନ୍ତା ମୃତଦେହ ଉଦ୍ଧାର। ରାଜଧାନୀରେ ନିଶା ନିବାରଣ କେନ୍ଦ୍ରରୁ ଉଦ୍ଧାର ହୋଇଛି ମୃତଦେହ । ଭୁବନେଶ୍ୱର ନନ୍ଦନବିହାର ଅଞ୍ଚଳରେ ଥିବା ନିଶା ନିବାରଣ କେନ୍ଦ୍ରରୁ ଜଣେ ଅନ୍ତେବାସୀଙ୍କ ମୃତଦେହ ଉଦ୍ଧାର ହୋଇଛି ।

ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଛି ଇନ୍‌ଫୋସିଟି ଥାନା ପୋଲିସ । ସିସିଟିଭି ଫୁଟେଜ୍‌ ଆଧାରରେ ତଦନ୍ତ ଆରମ୍ଭ କରିଛି ପୋଲିସ । ତେବେ ଏହା ହତ୍ୟା ନା ଆତ୍ମହତ୍ୟା ସେନେଇ ତଦନ୍ତ କରୁଛି ପୋଲିସ।