Onn 3

ସମ୍ବଲପୁର ଗସ୍ତରେ ୫ଟି ସଚିବ, ମା’ ସମଲେଶ୍ୱରୀଙ୍କୁ ଦର୍ଶନ କରିବା ସହ ସମେଲେଇ ପ୍ରକଳ୍ପର କଲେ ସମୀକ୍ଷା

State

ସମ୍ବଲପୁର : ସମ୍ବଲପୁର ଗସ୍ତରେ ୫ ଟି ସଚିବ ଭିକେ ପାଣ୍ଡିଆନ୍ । ସମ୍ବଲପୁର ଗସ୍ତର ୨ୟ ଦିନରେ ଆଜି ସକାଳୁ ସମଲେଇ ମନ୍ଦିରରେ ପହଞ୍ଚି ମା’ ସମଲେଇଙ୍କୁ ଦର୍ଶନ କରିଛନ୍ତି । ଏହାସହ ସମଲେଇ ପ୍ରକଳ୍ପର ସମୀକ୍ଷା ମଧ୍ୟ କରିଛନ୍ତି ।

ଡିସେମ୍ବର ସୁଦ୍ଧା ଏହି ପ୍ରକଳ୍ପ କାମ ଶେଷ ହେବ ବୋଲି କହିଛନ୍ତି ଭିକେ ପାଣ୍ଡିଆନ୍ । ପରେ ରେଢାଖୋଲ ନିର୍ବାଚନ ମଣ୍ଡଳୀର ହୁମା ବକ୍ର ମନ୍ଦିର ପରିଦର୍ଶନ କରିବା ସହ ସ୍ଥାନୀୟ ଜନସାଧାରଣ ଓ ପୂଜକଙ୍କ ସହ ୫ ଟି ସଚିବ ଆଲୋଚନା କରିବାର କାଯ୍ୟକ୍ରମ ରହିଛି।