Onn 3

ଟିଟୋକୁ ଗିରଫ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

State

ଭୁବନେଶ୍ୱର: ଗ୍ୟାଙ୍ଗଷ୍ଟାର ଟିଟୋକୁ ଗିରଫ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଧେଶ । ପୂର୍ବରୁ ପାଇଥିବା ଜାମିନ ରଦ୍ଦ କରି ଗିରଫ ନିର୍ଦ୍ଦେଶ ଦେଲେ କୋର୍ଟ । ଜାମିଦ ସର୍ତ୍ତ ଖିଲାପ କରିବାରୁ ଗିରଫ କରିବାକୁ ନିର୍ଦ୍ଧେଶ ଦେଲେ । ୨ଟି ମାମଲାରେ ହାଇକୋର୍ଟରୁ ସର୍ତ୍ତମୂଳକ ଜାମିନ ପାଇଥିବା ଟିଟୋ । ସର୍ତ୍ତ ଅନୁସାରେ ପ୍ରତି ସପ୍ତାହରେ ଥାନାରେ ହାଜର ନିର୍ଦ୍ଧେଶ ଥିଲା । ତେବେ ସର୍ତ୍ତ କୋହଳ କରିବାକୁ ପୁଣି କୋର୍ଟ ଯାଇଥିଲା ଟିଟୋ ।

କିନ୍ତୁ କୋର୍ଟ କିଛି ରାୟ ଦେବା ପୂର୍ବରୁ ଥାନା ହାଜିରା ବନ୍ଦ କରିଦେଇଥିଲେ । ଏନେଇ କେନ୍ଦ୍ରାପଡା ଟାଉନ ଥାନା ପକ୍ଷରୁ କୋର୍ଟକୁ ଅବଗତ କରାଯାଇଥିଲା ।