ରାସ୍ତା ମଝିରେ ଖଣ୍ଡଯୁଦ୍ଧ ଦେଖିବାକୁ ଛାତ୍ରଛାତ୍ରୀ, ଅଭିଭାବକ ଏବଂ ବାଟୋଇ ଦେଖଣାହାରୀ ସାଜିଥିଲେ । ତେବେ ଏହି ଘଟଣାକୁ ଅଭିଭାବକ, ଛାତ୍ରଛାତ୍ରୀ ଓ ବୁଦ୍ଧିଜୀବୀ ନାପସନ୍ଦ କରିଛନ୍ତି । ସେପଟେ ଉକ୍ତ ପ୍ରଧାନ ଶିକ୍ଷକଙ୍କ ବିରୋଧରେ ବାରମ୍ବାର ବ୍ଲକ ଶିକ୍ଷା ଅଧିକାରୀଙ୍କୁ ଅଭିଯୋଗ କରାଯାଇଛି । ହେଲେ କୌଣସି କାର୍ଯ୍ୟନୁଷ୍ଠାନ ନିଆଯାଇନଥିବା ସୂଚନା ମିଳିଛି । ସମ୍ପୃକ୍ତ ଶିକ୍ଷକ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ଅଭିଭାବକ ମାନେ ଦାବି କରିଛନ୍ତି।
Post Views: 10