Onn 3

ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ପିଟି ପିଟି ହତ୍ୟା !

Crime State

 

dead body

ଜଗସିଂହପୁର: ଜଗସିଂହପୁର ସଦର ଥାନା ଚାରିବାଟିଆ ଗାଁରେ ଅଭାବନୀୟ ଘଟଣା ଘଟିଛି । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ପିଟି ପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି  । ମୃତକ ଚାରିବାଟିଆ ଗାଁର ସାଗର ନାୟକ ବୋଲି ଜଣାପଡିଛି ।

ସେପଟେ ପୋଲିସ ଏହି ଘଟଣାରେ ଅଭିଯୁକ୍ତକୁ ଅଟକ ରଖି ପଚରାଉଚରା କରୁଛି । ଅନ୍ୟ ଜଣେ ଅଭିଯୁକ୍ତ ଫେରାର ହୋଇଯାଇଛି । ଫେରାର ଅଭିଯୁକ୍ତକୁ ଧରିବା ଲାଗି ପୋଲିସ ବିଭିନ୍ନ ସ୍ଥାନରେ ଚଢାଉ ଜାରି ରଖିଛି  । ତେବେ ପୋଲିସର ପ୍ରାଥମିକ ତଦନ୍ତ ପରେ ଘଟଣାର ସତ୍ୟାସତ୍ୟ ସାମ୍ନାକୁ ଆସିବ  ।

Post Views: 7