ପୁରୀ: ପୁଣି ମଝି ଚିଲିକାରେ ଫସିଲା ଯାତ୍ରୀବାହି ଡଙ୍ଗା । ଯାନ୍ତ୍ରୀକ ତ୍ରୁଟି କାରଣରୁ ଚିଲିକା ମଝିରେ ଫସିଲା ଡଙ୍ଗା। ଡଙ୍ଗାଟି ୫୦ ଜଣ ଯାତ୍ରୀଙ୍କୁ ନେଇ ସାତପଡ଼ାରୁ ଜହ୍ନିକୁଦାକୁ ଯାଉଥିଲା। ହେଲେ ଡଙ୍ଗାର ମେସିନରେ କୌଣସି ଯାନ୍ତ୍ରିକ ତ୍ରୁଟି ଦେଖାଦେଇଥିଲା। ଫଳରେ ଡଙ୍ଗା ଚିଲିକା ମଝିରେ ସେମିତି ଅଟକି ରହିଥିଲା।
