Onn 3

ପ୍ରକାଶ ପାଇଲା ଓଟିଇଟି ରେଜଲ୍ଟ

State

କଟକ:  ଓଡିଶା ଟିଚର ଇଲିଜିବିଲିଟି ଟେଷ୍ଟ-ଓଟିଇଟି ପରୀକ୍ଷା ଫଳ ପ୍ରକାଶିତ। ମାଧ୍ୟମିକ ଶିକ୍ଷା ପରିଷଦ ୱେବସାଇଟରେ ଉପଲବ୍ଧ ହେଉଛି ଫଳ। www.bseodisha.ac.in ୱେବସାଇଟରେ ରେଜଲ୍ଟ ଉପଲବ୍ଧ। ପରୀକ୍ଷାର୍ଥୀ ମାନେ ନିଜର ରୋଲ ନମ୍ବର ଓ ମୋବାଇଲ ନମ୍ବର ଦେଇ ରେଜଲ୍ଟ ଦେଖି ପାରିବେ। ପରୀକ୍ଷାର ମାର୍କ ମଧ୍ୟ ୱେବସାଇଟରେ ଉପଲବ୍ଧ।