ବଲାଙ୍ଗିର: ବଲାଙ୍ଗିର ଭୀମଭୋଇ ମେଡିକାଲ କଲେଜ ଡାକ୍ତର ଖାନାରେ ଅଭାବନୀୟ ଘଟଣା । ଅଲୋଡ଼ା ହେଲା ନବଜାତ ଶିଶୁ କନ୍ୟା । ପାଇଖାନାରେ ପଡିଛି ନବଜାତ ଶିଶୁକନ୍ୟା। ଶିଶୁକନ୍ୟାଟିକୁ ଉଦ୍ଧାର କରାଯାଇ ଏସଏନସିୟୁରେ ଭର୍ତ୍ତି କରାଯାଇଛି। କନ୍ୟାଟି କାହାର ଆଉ କେଉଁ ପରିସ୍ଥିତିରେ ଏଠାକୁ ଆସିଲା ତାହା ଜଣାପଡିନାହିଁ ।
