କଟକ ତାଳଦଣ୍ଡା କେନାଲରେ ଛତ୍ରବଜାରର ଜଣେ ମାଛ ବ୍ୟବସାୟୀ ବୁଡ଼ି ଯାଇଥିବା ଅଭିଯୋଗ ହୋଇଛି। ତାଙ୍କ ନାଁ ହରିଶ୍ଚନ୍ଦ୍ର ଦାସ। ହରିଶ୍ଚନ୍ଦ୍ର ଆଜି ଅପରାହ୍ନ ପ୍ରାୟ ୪ଟା ବେଳେ କେନାଲକୁ ଧୋଇ ହେବାକୁ ଯାଇଥିବାବେଳେ ନିଖୋଜ ହୋଇଯାଇଥିବା ତାଙ୍କ ପୁଅ ପୁଲିସ ନିକଟରେ ଅଭିଯୋଗ କରିଛନ୍ତି।