କଟକ: କଟକ ମତଗଜପୁର ଫାୟାରିଂ କରି ଲୁଟ ଘଟଣାରେ ଆଉ ୫ ଅଭିଯୁକ୍ତ ଗିରଫ । ୫ ଅଭିଯୁକ୍ତଙ୍କୁ ଗିରଫ କଲା କନ୍ଦରପୁର ଥାନା ପୋଲିସ୍ । ଗତ ୬ ତାରିଖରେ ଅଳଙ୍କାର ବ୍ୟବସାୟୀ ବିକାଶ ପାତ୍ର ନିଜର ଦୁଇ ଚକିଆ ଗାଡିରେ ମତଗଜପୁର ଦେଇ ବ୍ୟବସାୟ କରିବା ପାଇଁ ଯାଉଥିବା ସମୟରେ ୩ଟି ବାଇକରେ ୬ ଦୁର୍ବୃତ୍ତ ତାଙ୍କୁ ପିଛା କରିଥିଲେ ।