ଭୁବନେଶ୍ବର : ଭୁବନେଶ୍ବର ସମ୍ବାଦ ଅଫିସରେ କ୍ରାଇମବ୍ରାଞ୍ଚ EOWର ଟିମ୍ । ଖବରକାଗଜ ଅଫିସରେ ୧୨ ଜଣିଆ ଟିମ୍ ପହଞ୍ଚିଛି । କର୍ମଚାରୀଙ୍କୁ ଋଣ ମାମଲାରେ ସମ୍ବାଦ ଖବରକାଗଜ ଅଫିସରେ ଯାଞ୍ଚ କରୁଛି ତଦନ୍ତକାରୀ ଟିମ୍ । ତେବେ ଏନେଇ ସମ୍ବାଦ କର୍ତୃପକ୍ଷ କି କ୍ରାଇମବ୍ରାଞ୍ଚ ଇଓଡବ୍ଲ୍ୟୁର ପ୍ରତିକ୍ରିୟା ମିଳିନାହିଁ । ଋଣ ମାମଲାରେ ସମ୍ବାଦ HR ମୁଖ୍ୟ ବୈଜୟନ୍ତୀ କରଙ୍କୁ ହାଜର ପାଇଁ ପୂର୍ବରୁ ନୋଟିସ ହୋଇଥିଲା । ତେବେ ସେ ହାଜର ହୋଇ ନଥିଲେ ।