ଭାବଗ୍ରାହୀ ଶୌଚ ହେବା ପାଇଁ ଘର ବାହାରକୁ ଯାଇଥିବାବେଳେ ହାତୀ ଆକ୍ରମଣର ଶିକାର ହୋଇଥିଲେ । ଫଳରେ ଘଟଣା ସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଥିଲା । ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି । ସ୍ଥାନୀୟ ଲୋକ ହାତୀ ଉପଦ୍ରଵରୁ ରକ୍ଷା ଦାବି ନେଇ ବସଲା ଛକ ଠାରେ ଟାୟାର ଜାଳି ରାସ୍ତା ଅବରୋଧ କରିଥିଲେ । ଫଳରେ ପୁରୁଣା କଟକ-ସମ୍ବଲପୁର ରାସ୍ତାରେ ଯିବା ଆସିବା ବାଧାପ୍ରାପ୍ତ ହୋଇଥିଲା ।