Onn 3

ଭଜନ ଗାୟିକା ଶାନ୍ତିଲତା ବାରିକ ଅସୁସ୍ଥ, ଡାକ୍ତରଖାନାରେ ଭର୍ତ୍ତି

State

 

shan

ଭୁବନେଶ୍ଵର: ଜଣାଶୁଣା ଭଜନ ଗାୟିକା ଶାନ୍ତିଲତା ବାରିକ ଛୋଟରାୟ ଗୁରୁତର ଭାବେ ଅସୁସ୍ଥ ହୋଇଛନ୍ତି । ଗୁରୁତର ଅବସ୍ଥାରେ ଶାନ୍ତିଲତାଙ୍କୁ ଭୁବନେଶ୍ୱରର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ସୂଚନା ମିଳିଛି । ଗୁରୁତର ନେଇ ଶାନ୍ତିଲତାଙ୍କ ପରିବାର ପକ୍ଷରୁ ସୂଚନା ।

ମିଳିଥିବା ସୂଚନା ଅସୁସାରେ, ଶାନ୍ତିଲତା ବାରିକ କ୍ୟାନ୍ସରରେ ପୀଡ଼ିତ ହୋଇ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ବର୍ତ୍ତମାନ ସେ ଭେଣ୍ଟିଲେଟରରେ ଅଛନ୍ତି । ଦୀର୍ଘ ଦିନରୁ ଶାନ୍ତିଲତା କ୍ୟାନ୍ସରରେ ପୀଡ଼ିତ ହୋଇ ଚିକତ୍ସାଧିନ ରହିଥିଲେ । ବର୍ତ୍ତମାନ ତାଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର ହୋଇ ପଡ଼ିଥିବା ପରିବା ପକ୍ଷରୁ ସୂଚନା ମିଳିଛି ।

ଓଡ଼ିଆ ଭଜନ ପ୍ରତି ଶାନ୍ତିଲତା ବାରିକ୍‌ ଛୋଟରାୟଙ୍କର ବିଶେଷ ଅବଦାନ ରହିଛି । ତାଙ୍କର ପ୍ରତିଟି ଭଜନ ସେ କାଳିଆ ସାଆନ୍ତ ଏବଂ କୃଷ୍ଣଙ୍କ ଲାଗି ସମର୍ପଣ କରିଥାନ୍ତି । ତାଙ୍କ କଣ୍ଠର ସମସ୍ତ ଭଜନ ଭାବପୂର୍ଣ୍ଣ ଏବଂ ଶ୍ରୁତି ମଧୂର।