ମୁଫତି କୈସର୍ ଫାରୁକ୍ ଭାରତ ବିରୋଧୀ ପାକିସ୍ତାନୀ ଆତଙ୍କବାଦୀ ସଂଗଠନ ଲଶ୍କର-ଏ-ତାଇବାର ସହ-ପ୍ରତିଷ୍ଠାତା ଥିଲା। ଏଥିସହ ଲଶ୍କର ମୁଖ୍ୟ ହାଫିଜ ସଇଦର ମଧ୍ୟ ଘନିଷ୍ଠ ଥିଲା। ମୁମ୍ବାଇରେ 26/11 ଆତ୍ମଘାତୀ ବିସ୍ଫୋରଣର ମାଷ୍ଟରମାଇଣ୍ଡ ହାଫିଜ ସଇଦର ସହଯୋଗୀ ଭାବେ କାର୍ଯ୍ୟ କରିଥିଲା ଫାରୁକ। ତା’ର ମୃତ୍ୟୁ ପରେ ହାଫିଜ ସଙ୍ଗଠନ ଦୁର୍ବଳ ହେବା ନିଶ୍ଚିତ।