Onn 3

ସମ୍ବାଦ ସମ୍ପାଦକ ଓ ଇଷ୍ଟର୍ଣ୍ଣ ମିଡିଆ ଲିମିଟେଡ ଅଧ୍ୟକ୍ଷ ପଦରୁ ସୌମ୍ୟ ରଂଜନଙ୍କ ଇସ୍ତଫା

State

 

sr

ଭୁବନେଶ୍ବର: ବରିଷ୍ଠ ନେତା ସୌମ୍ୟ ରଂଜନ ପଟ୍ଟନାୟକ ବ୍ୟକ୍ତିଗତ କାରଣରୁ ଦୈନିକ ଖବରକାଗଜ ‘ସମ୍ବାଦ’ ର ସମ୍ପାଦକ ଓ ଇଷ୍ଟର୍ଣ୍ଣ ମିଡିଆ ଲିମିଟେଡର ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଛନ୍ତି । ‘ସମ୍ବାଦ’ ଗ୍ରୁପର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶିକା ଶ୍ରୀମତି ତନୟା ପଟ୍ଟନାୟକ ଆଜି ‘ସମ୍ବାଦ’ ର ନୂତନ ସମ୍ପାଦକ ଭାବେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି ।