ଶିଖର ଚଣ୍ଡୀ ବସ୍ତିରୁ ପ୍ରେମୀ ଯୁଗଳଙ୍କ ମୃତଦେହ ଉଦ୍ଧାର Crime State October 30, 2023ONNLeave a Comment on ଶିଖର ଚଣ୍ଡୀ ବସ୍ତିରୁ ପ୍ରେମୀ ଯୁଗଳଙ୍କ ମୃତଦେହ ଉଦ୍ଧାର ଭୁବନେଶ୍ବର: ପ୍ରେମୀ ଯୁଗଳଙ୍କ ମୃତଦେହ ଉଦ୍ଧାର । ଭୁବନେଶ୍ୱର ଶିଖର ଚଣ୍ଡୀ ବସ୍ତିରୁ ଉଦ୍ଧାର ହୋଇଛି ମୃତଦେହ । ଫ୍ୟାନରେ ଝୁଲି ପ୍ରେମୀ ଯୁଗଳଙ୍କ ଆତ୍ମହତ୍ୟା ସନ୍ଦେହ । ମୃତକ ହେଲେ କଳା ରାହାଙ୍ଗର ପିଣ୍ଟୁ ଜେନା ଓ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇର ଶୁଭସ୍ମିତା ନାୟକ। ଦୁହେଁ କ୍ଲଷ୍ଟର-୩ରେ ଭଡ଼ା ଘରେ ରହୁଥିଲେ। ଆଜି କ୍ୟାପିଟାଲ ହସ୍ପିଟାଲରେ ଉଭୟଙ୍କ ଶବ ବ୍ୟବଚ୍ଛେଦ କରାଯିବ। ତେବେ ମୃତ୍ୟୁର କାରଣ ସ୍ପଷ୍ଟ ହୋଇନାହିଁ । Post navigation
ଭୁବନେଶ୍ବର: ପ୍ରେମୀ ଯୁଗଳଙ୍କ ମୃତଦେହ ଉଦ୍ଧାର । ଭୁବନେଶ୍ୱର ଶିଖର ଚଣ୍ଡୀ ବସ୍ତିରୁ ଉଦ୍ଧାର ହୋଇଛି ମୃତଦେହ । ଫ୍ୟାନରେ ଝୁଲି ପ୍ରେମୀ ଯୁଗଳଙ୍କ ଆତ୍ମହତ୍ୟା ସନ୍ଦେହ । ମୃତକ ହେଲେ କଳା ରାହାଙ୍ଗର ପିଣ୍ଟୁ ଜେନା ଓ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇର ଶୁଭସ୍ମିତା ନାୟକ। ଦୁହେଁ କ୍ଲଷ୍ଟର-୩ରେ ଭଡ଼ା ଘରେ ରହୁଥିଲେ। ଆଜି କ୍ୟାପିଟାଲ ହସ୍ପିଟାଲରେ ଉଭୟଙ୍କ ଶବ ବ୍ୟବଚ୍ଛେଦ କରାଯିବ। ତେବେ ମୃତ୍ୟୁର କାରଣ ସ୍ପଷ୍ଟ ହୋଇନାହିଁ । Post navigation