Onn 3

ଋଷିକୂଲ୍ୟାରେ ବ୍ୟାରେଜ ସାଙ୍ଗକୁ ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପକୁ ମିଳିଲା ଅନୁମତି

State

metro-750x430

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି | ଏଥିରେ ୧୨ଟି ପ୍ରସ୍ତାବ ପାରିତ ହୋଇଥିବାବେଳେ ପ୍ରମୁଖ ପ୍ରସ୍ତାବ ମଧ୍ୟରେ ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପକୁ ଅନୁମୋଦନ ସାଙ୍ଗକୁ ଋଷିକୂଲ୍ୟା ନଦୀରେ ବ୍ୟାରେଜ ନିର୍ମାଣ ହେବ | ସେହିପରି ବ୍ରହ୍ମପୁର ସହରରେ ରିଂ ରୋଡ ବ୍ୟବସ୍ଥା ହେବ |