Onn 3

ରେଳ ଧାରଣାରେ ଦୁଇ ବ୍ୟକ୍ତିଙ୍କ ଖଣ୍ଡବିଖଣ୍ଡିତ ମୃତଦେହ

Crime State

 

amm-15400235481-1540059730-750x430

କୋରାପୁଟ : କୋରାପୁଟ ଜିଲ୍ଲା ଜରଟି ଷ୍ଟେସନ ନିକଟରେ  ଅଭାବନୀୟ ଘଟଣା ଘଟିଛି  । ରେଳ ଧାରଣାରେ ପଡିରହିଛି ଦୁଇ ବ୍ୟକ୍ତିଙ୍କ ମୃତଦେହ । ଖଣ୍ଡ ବିଖଣ୍ଡିତ ଅବସ୍ଥାରେ ଦୁଇ ଯୁବକଙ୍କ ମୃତଦେହକୁ ଉଦ୍ଧାର କରାଯାଇଛି । ବର୍ତ୍ତମାନ ପର୍ଯ୍ୟନ୍ତ ମୃତକଙ୍କର କୌଣସି ପରିଚୟ ମିଳିନି । ତେବେ ଟ୍ରେନରୁ ଖସି କିମ୍ବା ଅନ୍ୟ କୌଣସି କାରଣରୁ ମୃତ୍ୟୁ ଘଟିଛି । ସେ ନେଇ କୌଣସି ସୂଚନା ମିଳିନି ।  ଜିଆରପି ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି  ।