୧୮ ତାରିଖ ସକାଳେ ବାଂଲାଦେଶର ମଙ୍ଗଲା-ଖେପୁପଡା ମଧ୍ୟ ଉପକୂଳ ଛୁଇଁବାର ସୂଚନା ରହିଛି । ଏହି ସମୟରେ ପବନର ବେଗ ୫୫ରୁ ୭୫ କିମି ରହିବ । ସେପଟେ ଓଡିଶା ଉପରେ ଏହାର କୌଣସି ପ୍ରଭାବ ପଡିବନାହିଁ । ବାତ୍ୟା ଦିଗ ପରିବର୍ତ୍ତନ କରିଥିବାରୁ ବିଶେଷ ଭାବେ ଏହାର କୌଣସି ପ୍ରଭାବ ପଡିବନି । ଉତ୍ତର-ଉତ୍ତର ପୂର୍ବ ଦିଗ ମୁହାଁଇଥିବାରୁ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।