ଯେଉଁଥିପାଇଁ ସେ ସେଠାରେ ଥିବା ସିନିୟର ଆସିଷ୍ଟାଣ୍ଟ କ୍ଲର୍କ ନିତ୍ୟାନନ୍ଦ ଗାଈଗରିଆଙ୍କ ପାଖକୁ ବାରମ୍ବାର ଦୌଡୁଥିଲେ । ତେବେ ନିତ୍ୟାନନ୍ଦ ଟଙ୍କା ମାଗିବା ସହ ତାଙ୍କୁ ବାରମ୍ବାର ଦୌଡାଉଥିଲେ । ବାଧ୍ୟ ହୋଇ ପୂର୍ଣ୍ଣଚନ୍ଦ୍ର ଭିଜିଲାନ୍ସର ଦ୍ୱାରସ୍ଥ ହୋଇଥିଲେ । ଆଉ ଆଜି ପୂର୍ବ ଯୋଜନା ଅନୁଯାୟୀ ପୂର୍ଣ୍ଣଚନ୍ଦ୍ର ୧୦ ହଜାର ଟଙ୍କା ଲାଞ୍ଚ ନିତ୍ୟାନନ୍ଦଙ୍କୁ ଦେଉଥିବା ବେଳେ ଭିଜିଲାନ୍ସ ବିଭାଗ କାବୁ କରିବା ସହ ତାଙ୍କ ପାଖରୁ ୧୦ ହଜାର ଟଙ୍କା ଜବତ କରିଥିଲେ।