Onn 3

ବାତ୍ୟା ‘ମିଗଜୋମ’ କ୍ଷୟକ୍ଷତିର ଆକଳନ ପାଇଁ SRCଙ୍କ ନିର୍ଦ୍ଦେଶ

State

 

srfewr

ଭୁବନେଶ୍ୱର: ବାତ୍ୟା ‘ମିଗଜୋମ’ ଦ୍ଵାରା ହୋଇଥିବା କ୍ଷୟକ୍ଷତିର ଆକଳନ ପାଇଁ ନିର୍ଦ୍ଦେଶ ଦେଲେ ସ୍ଵତନ୍ତ୍ର ରିଲିଫ୍ କମିସନର। ଓଡ଼ିଶାର ସବୁ ଜିଲ୍ଲାପାଳ, କୃଷି, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମୁକାବିଲା ବିଭାଗଙ୍କୁ ଚିଠି ଲେଖି ଅନୁଧ୍ୟାନ ପାଇଁ କୁହାଯାଇଛି। ଡିସେମ୍ବର ୧୨ ସୁଦ୍ଧା ରିପୋର୍ଟ ଦେବା ପାଇଁ ଦିଆଯାଇଛି ନିର୍ଦ୍ଦେଶ। ପୂର୍ବରୁ ବନ୍ୟାଜନିତ ଫସଲ କ୍ଷତି ଅଞ୍ଚଳକୁ ସର୍ଭେରୁ ବାଦ୍ ଦେବାକୁ ଦିଆଯାଇଛି ପରାମର୍ଶ।