Onn 3

ଦେହରେ ନିଆଁ ଲଗାଇ ଜୀବନ ହାରିଲେ ଛାତ୍ରୀ!

Crime State

 

podi-1

ଭଞ୍ଜନଗର: ଦେହରେ ନିଆଁ ଲଗାଇ ଜୀବନ ହାରିଲେ ଛାତ୍ରୀ । ଭଞ୍ଜନଗର କୋଟିନଡା ଥାନା ଅର୍ନ୍ତଗତ ଭେଟନଇ ଗାଁର ଘଟଣା । ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଥିବା ସନ୍ଦେହ କରାଯାଉଛି । ତେବେ ଏଯାଏ କାରଣ ଅସ୍ପଷ୍ଟ ରହିଛି । ଘଟଣାସ୍ଥଳରେ କୋଟିନଡା ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।