ସୂଚନାଯୋଗ୍ୟ ଯେ ସମୁଦାୟ ୫୦ଟି କଲେଜକୁ ନେଇ ତା.୦୧.୦୯.୨୦୨୦ ରିଖରେ କଳାହାଣ୍ଡି ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା କରାଯାଇଥିଲା । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଗତ ନଭେମ୍ବର ପହିଲାରେ କଳାହାଣ୍ଡି ଗସ୍ତ ସମୟରେ ଏହି ବିଶ୍ୱବିଦ୍ୟାଳୟର ନାମକୁ ମା’ ମାଣିକେଶ୍ୱରୀଙ୍କ ନାମରେ ନାମିତ କରବା ପାଇଁ ଘୋଷଣା କରିଥିଲେ ।