ପୌର ନିର୍ବାହୀ ଅଧିକାରୀଙ୍କ ଉପରେ ପେଟ୍ରୋଲ ଢ଼ାଳି ନିଆଁ ଲଗାଇବାକୁ ଉଦ୍ୟମ State January 8, 2024ONNLeave a Comment on ପୌର ନିର୍ବାହୀ ଅଧିକାରୀଙ୍କ ଉପରେ ପେଟ୍ରୋଲ ଢ଼ାଳି ନିଆଁ ଲଗାଇବାକୁ ଉଦ୍ୟମ କେନ୍ଦୁଝର : କେନ୍ଦୁଝର ଜିଲ୍ଲା ବଡ଼ବିଲ ପୌର ନିର୍ବାହୀ ଅଧିକାରୀଙ୍କ ଉପରେ ପେଟ୍ରୋଲ ଢ଼ାଳି ନିଆଁ ଲଗାଇବାକୁ ଉଦ୍ୟମ । ଅଳ୍ପକେ ବାର୍ତ୍ତିଲେ ନିର୍ବାହୀ ଅଧିକାରୀ ଅଭିଷେକ ପଣ୍ଡା । ପେଟ୍ରୋଲ ଢ଼ାଳିଥିବା ଯୁବକକୁ କାବୁକଲେ ପୌର କର୍ମଚାରୀ । ଅଭିଯୁକ୍ତ ଯୁବକ ଅଭିଷେକ ଗୁପ୍ତା ବଡ଼ବିଲ ଥାନାରେ ଅଟକ । ନିଜ ଘର ସମ୍ମୁଖ ସରକାରୀ ଜମିରେ ଥିବା କିଛି ଦୋକାନ ଘର ଉଚ୍ଛେଦ ନହେବାକୁ ନେଇ ଅସନ୍ତୁଷ୍ଟ ଥିଲେ ଯୁବକ । Post navigation
କେନ୍ଦୁଝର : କେନ୍ଦୁଝର ଜିଲ୍ଲା ବଡ଼ବିଲ ପୌର ନିର୍ବାହୀ ଅଧିକାରୀଙ୍କ ଉପରେ ପେଟ୍ରୋଲ ଢ଼ାଳି ନିଆଁ ଲଗାଇବାକୁ ଉଦ୍ୟମ । ଅଳ୍ପକେ ବାର୍ତ୍ତିଲେ ନିର୍ବାହୀ ଅଧିକାରୀ ଅଭିଷେକ ପଣ୍ଡା । ପେଟ୍ରୋଲ ଢ଼ାଳିଥିବା ଯୁବକକୁ କାବୁକଲେ ପୌର କର୍ମଚାରୀ । ଅଭିଯୁକ୍ତ ଯୁବକ ଅଭିଷେକ ଗୁପ୍ତା ବଡ଼ବିଲ ଥାନାରେ ଅଟକ । ନିଜ ଘର ସମ୍ମୁଖ ସରକାରୀ ଜମିରେ ଥିବା କିଛି ଦୋକାନ ଘର ଉଚ୍ଛେଦ ନହେବାକୁ ନେଇ ଅସନ୍ତୁଷ୍ଟ ଥିଲେ ଯୁବକ । Post navigation