ଆସନ୍ତା ସାଧାରଣ ନିର୍ବାଚନ ପାଇଁ ଦଳ ସ୍ୱତନ୍ତ୍ର ରଣନୀତି କରିଛି । ଗାଁ ଗାଁରେ ଘରେ ଘରେ ଲୋକଙ୍କ ପାଖରେ ପହଂଚିବା ପାଇଁ ବସ ଯାତ୍ରାର ବ୍ୟବସ୍ଥା କରାଯାଇଛି । ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଫଳତା ବଖାଣିବା ସହ କଂଗ୍ରେସ ଶାସନ ସମୟରେ ହୋଇଥିବା ଲୋକାଭିମୁଖି ଯୋଜନାର ସଫଳତା କହି ଭୋଟ ହାତେଇବା ପାଇଁ ଚେଷ୍ଟା କରିବ ଦଳ ।