President

ମାର୍ଚ୍ଚ ୧ରେ କଟକ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

State

କଟକ  : କଟକ ଆସିବେ ମହାମହିମ । ମାର୍ଚ୍ଚ ୧ରେ କଟକ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ଯୋଗଦେବେ । ମାର୍ଚ୍ଚ ୧ର ଇଣ୍ଡୋର ଷ୍ଟାଡିୟମରେ ଆୟୋଜିତ ହେବ କାର୍ଯ୍ୟକ୍ରମ । ଅପରାହ୍ନ ସାଢ଼େ ୪ଟାରୁ ୫ଟା ୩୦ ପର୍ଯ୍ୟନ୍ତ କଟକରେ ରହିବେ ରାଷ୍ଟ୍ରପତି ।