Moq

ବିଧାୟକ ମହମ୍ମଦ ମୋକିମଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା କଲେ ହାଇକୋର୍ଟ

State

କଟକ  :  ବାରବାଟି-କଟକ ନିର୍ବାଚନୀ ଅନିୟମିତତା ମାମଲାରେ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ । କଂଗ୍ରେସ ବିଧାୟକ ମହମ୍ମଦ ମୋକିମ୍ ଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା କରିଛନ୍ତି ହାଇକୋର୍ଟ । ପରାଜିତ ପ୍ରାର୍ଥୀ ଦେବାଶିଷ ସାମନ୍ତରାୟ ହାଇକୋର୍ଟରେ ମାମଲା କରିଥିଲେ । ତେବେ ୨୦୨୪ ନିର୍ବାଚନରେ ମୋକିମ ଲଢିପାରିବେ ବୋଲି ହାଇକୋର୍ଟ କହିଛନ୍ତି ।