Road Accident In Atmakur Scaled 2 750x430

ଭାରସାମ୍ୟ ହରାଇ ଓଲଟିଲା କାର:୨ ମୃତ

Crime State

ଗଞ୍ଜାମ:ଭାରସାମ୍ୟ ହରାଇ ଓଲଟିଲା କାର । ଗଞ୍ଜାମ ଜିଲ୍ଲା ମୁଜାଗଡ଼ ନିକଟରେ ଏହି ଦୁର୍ଘଟଣା ଘଟିଛି । ଏଥିରେ ୨ ଜଣଙ୍କର ମୃର୍ତ୍ୟୁ ହୋଇଥିବା ବେଳେ ଆଉ ୨ ଜଣ ଗୁରୁତର ଆହତ ହୋଇଛନ୍ତି ।

୨ ଗୁରୁତରଙ୍କୁ ବ୍ରହ୍ମପୁର ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ସୂଚନା ଅନୁଯାୟୀ ଚାରି ଜଣ ସାଙ୍ଗ ଫୁଲବାଣୀରୁ ଫେରୁଥିବା ବେଳେ କାର୍ ଟି ଭାରସାମ୍ୟ ହରାଇ ଓଲଟି ପଡିଥିଲା । ଫଳରେ ୨ ଜଣଙ୍କର ମୃର୍ତ୍ୟୁ  ହୋଇଛି ।