A

ମୁହାଁମୁହିଁ ହେଲେ ଲେଖାଶ୍ରୀ-ପ୍ରତାପ ଷଡଙ୍ଗୀ, ସଭାମଞ୍ଚରେ ଦେଲେ ବଡ଼ ଆହ୍ବାନ

State

ବାଲେଶ୍ୱର,୨୩।୫: ମୁହାଁମୁହିଁ ହୋଇଛନ୍ତି ବିଜେଡି ଲୋକ ସଭା ପ୍ରାର୍ଥୀ ଲେଖାଶ୍ରୀ ସାମନ୍ତସିଂହାର ଓ ଭାଜପା ଲୋକ ସଭା ପ୍ରାର୍ଥୀ ପ୍ରତାପ ଷଡଙ୍ଗୀ। ଲେଖାଶ୍ରୀଙ୍କ ଭଣ୍ଡବାବା ମନ୍ତବ୍ୟ ପ୍ରସଙ୍ଗରେ ଜବାବ ଦେବା ସହ ନିର୍ବାଚନୀ ସଭାମଞ୍ଚରେ ଖୋଲା ଆହ୍ବନ ଦେଇଛନ୍ତି।

ଲେଖାଶ୍ରୀଙ୍କୁ ତାଙ୍କ ସମ୍ପତିର ପ୍ରମାଣ ଦେବାକୁ ଆହ୍ବାନ ଦେଇଛନ୍ତି ପ୍ରତାପ । ନୀଳଗିରି ନିର୍ବାଚନ ମଣ୍ଡଳୀର ସନ୍ତରିଗ ସଭା କରି ଲେଖାଶ୍ରୀ ସାମନ୍ତସିଂହାରଙ୍କୁ ସମାଲୋଚନା କରିଛନ୍ତି ପ୍ରତାପ ।