Kkk 750x430

ଖଣ୍ଡପଡାରେ ଜିତିଲେ ବିଜେପି ପ୍ରାର୍ଥୀ ଦୁଷ୍ମନ୍ତ ସ୍ୱାଇଁ

Politics State

ନୟାଗଡ: ଖଣ୍ଡପଡାରେ ଫୁଟିଲା ପଦ୍ମ । ଖଣ୍ଡପଡାରୁ ଜିତିଲେ ବିଜେପି ପ୍ରାର୍ଥୀ ଦୁଷ୍ମନ୍ତ ସ୍ୱାଇଁ । ବିଜେଡି ପ୍ରାର୍ଥୀ ସାବିତ୍ରୀ ପ୍ରଧାନକୁ ପରାସ୍ତ କରି ବିଜୟର ବାନା ଉଡେଇଛନ୍ତି ଦୁଷ୍ମନ୍ତ ସ୍ୱାଇଁ । ୭ ହଜାର ୧୨୦ ଭୋଟରେ ଜିତିଛନ୍ତି ଦୁଷ୍ମନ୍ତ ।

୨୦୦୦ ମସିହାରୁ ଖଣ୍ଡପଡା ଆସନରେ ବିଜେଡିର ଦବଦବା ରହିଥିଲା । କିନ୍ତୁ ଏବେ ଏହି ବିଜେଡି ଗଡକୁ ଭାଙ୍ଗି ବିଜୟୀ ହୋଇଛି ବିଜେପି ।