Ashr

ପିପିଲି ବିଜେପି ପ୍ରାର୍ଥୀ ଆଶ୍ରିତ ପଟ୍ଟନାୟକଙ୍କ ବିଜୟ

Politics State

ପିପିଲି/ଡେଲାଙ୍ଗ: ପୁରୀ ଜିଲ୍ଲାର ପିପିଲିରେ ବିଜେଡି ଯୁଗର ଅବଶାନ, ଫୁଟିଲା ପଦ୍ମ । ବିଜେପିର ଗଡ ଭାବେ ପରିଚତ ପିପିଲି ଓ ଡେଲାଙ୍ଗ ନିର୍ବାଚନମଣ୍ଡଳୀରେ ବିଜେପିର ବିଜୟ ହୋଇଛି ।

ବିଜେଡି ପ୍ରାର୍ଥୀ ତଥା ଦିବଙ୍ଗତ ବିଜେଡି ନତା ପ୍ରଦୀପ ମହାରଥୀଙ୍କ ପୁଅ ରୁଦ୍ର ପ୍ରତାପ ମହାରଥୀଙ୍କୁ ମାତ୍ ଦେଇ ବିଜୟ ହାସଲ କରିଛନ୍ତି ବିଜେପି ପ୍ରାର୍ଥୀ ଆଶ୍ରିତ ପଟ୍ଟନାୟକ ।