E85e1b75 3b7a 43d9 9d15 5b1aca7713c8

କଳିଙ୍ଗ ପେଷାଦାର ସାମ୍ବାଦିକ ସଙ୍ଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା

State

ଭୁବନେଶ୍ବର :  କଳିଙ୍ଗ ପେଷାଦାର ସାମ୍ବାଦିକ ସଙ୍ଘ ପକ୍ଷରୁ ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀଙ୍କୁ ଆଜି ସ୍ୱାଗତ ସମ୍ବର୍ଦ୍ଧନା କରାଯିବା ସହଏକ ମାନପତ୍ର ପ୍ରଦାନ କରାଗଲା । ଏଥିସହ ରାଜ୍ୟରେ କାର୍ଯ୍ୟରତ ସାମ୍ବାଦିକ ମାନଙ୍କର, ସମସ୍ୟା ସମ୍ପର୍କିତ ୮ଦଫା ଦାବୀ ସମ୍ବଳିତ ଏକ ଦାବିପତ୍ର ମୁଖ୍ୟମନ୍ତ୍ରୀଙ୍କୁ ପ୍ରଦାନ କରାଗଲା ।

ସମସ୍ୟାର ସମାଧାନ ପାଇଁ ସହୃଦୟତାର ସହ ବିଚାର କରାଯିବ ବୋଲି ମାନ୍ୟବର ମୁଖ୍ୟମନ୍ତ୍ରୀ ମହୋଦୟ ପ୍ରତିଶ୍ରୁତି ଦେଇଛନ୍ତି ।