School St

ମୟୂରଭଞ୍ଜ ଜିଲ୍ଲାର ସମସ୍ତ ଶିକ୍ଷାନୁଷ୍ଠାନ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ଛୁଟି

State

ବାରିପଦା – ମୟୂରଭଞ୍ଜ ଜିଲ୍ଲାରେ ଅତିଶୟ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଜିଲ୍ଲାପାଳ ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଗୁଡିକ ପାଇଁ ଗ୍ରୀଷ୍ମ ଛୁଟି ଆସନ୍ତା 20 ତାରିଖ ପର୍ଯ୍ୟନ୍ତ ବଳବତ୍ତର ରଖିଛନ୍ତି l ଜିଲ୍ଲାର ସମସ୍ତ ସ୍କୁଲ ଛୁଟି ନେଇ ଜିଲ୍ଲାପାଳ ମୟୂରଭଞ୍ଜଙ୍କ ନିର୍ଦ୍ଦେଶନାମା ଜାରି କରିଛିନ୍ତି l
ଆସନ୍ତାକାଲି ଠାରୁ ଆସନ୍ତା 20 ତାରିଖ ପର୍ଯ୍ୟନ୍ତ ଜିଲ୍ଲାର ସମସ୍ତ ସ୍କୁଲ ଛୁଟି ରହିବ। ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ମୟୂରଭଞ୍ଜ ଜିଲ୍ଲାପାଳ ଏହି ନିର୍ଦ୍ଦେଶ ପ୍ରଦାନ କରିଛନ୍ତି l