Image 1721825696

ଇଣ୍ଟରସେପ୍ଟର ମିଜାଇଲର ସଫଳ ପରୀକ୍ଷଣ

State

ବାଲେଶ୍ୱର ଅବଦୁଲ କଲାମ ଦ୍ୱୀପରୁ ଇଣ୍ଟରସେପ୍ଟର ମିଜାଇଲର ପରୀକ୍ଷଣ କରାଯାଇଛି। ଆଜି ଅପରାହ୍ନ ୪ଟା ୨୫ ମିନିଟ ସମୟରେ ମିଜାଇଲର ବ୍ୟବହାରିକ ପରୀକ୍ଷଣ ହୋଇଥିଲା। ପ୍ରଥମେ ଚାନ୍ଦିପୁରର ୩ ନମ୍ବର ଲଞ୍ଚପ୍ୟାଡରୁ ପୃଥ୍ୱୀ-୨ ଉତ୍ କ୍ଷେପଣ କରାଯାଇଥିଲା। ଏହାର କିଛି ସମୟ ପରେ ଇଣ୍ଟରସେପ୍ଟର ମିଜାଇଲ ଉତ୍ କ୍ଷେପଣ କରାଯାଇଥିଲା। ଯାହା ଆକାଶ ମାର୍ଗରେ ପୃଥୀକୁ ସଫଳତାର ସହ ଭେଦ କରିଥିବା ସୂଚନା ମିଳିଛି |