Onn 3

ପୋଖରୀରେ ବୁଡ଼ି ୩ ଶିଶୁ ମୃତ

State

କେନ୍ଦୁଝର : ପୋଖରୀରେ ବୁଡ଼ି ୩ ଶିଶୁ ମୃତ। କେନ୍ଦୁଝର ଜିଲ୍ଲାର ଅତୁରିକଣା ଦାହି ସାହିରେ ଏଭଳି ଅଭାବନୀୟ ଘଟଣା ଘଟିଛି।

ଏକ ଏନଜିଓ ଶିକ୍ଷା କେନ୍ଦ୍ରକୁ ଯାଇଥିଲେ ୩ ଶିଶୁ। ସେଠାରେ ଖେଳୁଥିବା ବେଳେ ନିକଟସ୍ଥ ପୋଖରୀରେ ବୁଡ଼ିଯାଇ ୩ ଶିଶୁଙ୍କର ମୃତ୍ୟୁ ହୋଇଛି। ଶିଶୁମାନଙ୍କ ମୃତ୍ୟୁରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି |