Mohan Majhi

ଜାରି ରହିବ ସାମ୍ବାଦିକଙ୍କ ସ୍ୱାସ୍ଥ୍ୟ ବୀମା ଯୋଜନା, ମୁଖ୍ୟମନ୍ତ୍ରୀଙ୍କ ସବୁଜ ସ‌ଙ୍କେତ

State

ଭୁବନେଶ୍ୱର: ବରିଷ୍ଠ କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତି ସାମ୍ବାଦିକମାନଙ୍କ ପାଇଁ ସ୍ୱାସ୍ଥ୍ୟ ବୀମା ଜାରି ରଖିବାକୁ ରାଜ୍ୟ ସରକାରଙ୍କୁ ଅନୁରୋଧ କରିଥିବାବେଳେ ଓଡିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ଏ ସମ୍ପର୍କରେ ସବୁଜ ସଙ୍କେତ ପ୍ରଦାନ କରିଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏହି ବୀମା ଯୋଜନାକୁ ବନ୍ଦ କରିବା ପାଇଁ କୌଣସି ଯୋଜନା ଏପର୍ଯ୍ୟନ୍ତ ଆଲୋଚନା ହୋଇନାହିଁ ଏବଂ ଖୁବ୍ ଶୀଘ୍ର ଏ ସମ୍ପର୍କରେ ଘୋଷଣା କରାଯିବ।