Mamata 1 1

ନିର୍ନ୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ମମତା

State

ଭୁବନେଶ୍ୱର: ରାଜ୍ୟସଭାକୁ ନିର୍ବାଚିତ ହେଲେ ମମତା ମହାନ୍ତ । ଆଜି ବିଧିବଦ୍ଧ ଭାବେ ସାର୍ଟିଫିକେଟ୍ ନେଇଛନ୍ତି । ଆଜି ସ୍ବାଧୀନ ପ୍ରାର୍ଥୀ ଜଗନ୍ନାଥ ପ୍ରଧାନ ନାମାଙ୍କନ ପତ୍ର ପ୍ରତ୍ୟାହାର କରିବା ପରେ ସେ ଏକାମାତ୍ର ପ୍ରାର୍ଥୀ ଥିଲେ । ଆଉ ନିର୍ବାଚନର ଆବଶ୍ୟକତା ପଡିନାହିଁ । କିନ୍ତୁ ବିଜେପିର ଦୁଇ ପ୍ରାର୍ଥୀ ନାମାଙ୍କନ କରିବା, ପରେ ପ୍ରତ୍ୟାହାର କରିବାକୁ ନେଇ ବିରୋଧୀ ବିଜେପିକୁ ଟାର୍ଗେଟ କରିଛନ୍ତି ।