Img 20240913 Wa0197

ବାମନଘାଟୀ ଉପଜିଲ୍ଲାପାଳଙ୍କ କାର୍ଯ୍ୟ ଭାର ଗ୍ରହଣ

State

ବାରିପଦା: ଆଜି ଅପରାହ୍ନ ରେ ଭାରତୀୟ ପ୍ରଶାସନିକ ସେବାର ଅଧିକାରୀ ଶ୍ରୀ ସୌମ୍ୟ ରଞ୍ଜନ ପ୍ରଧାନ ବାମନଘାଟୀ ଉପଖଣ୍ଡ ର ଉପଜିଲ୍ଲାପାଳ ଭାବେ କାର୍ଯ୍ୟ ଭାର ଗ୍ରହଣ କଲେ | ବିଭାଗୀୟ ଅଧିକାରୀ ଓ କର୍ମଚାରୀଙ୍କ ତରଫରୁ ଶ୍ରୀ ପ୍ରଧାନଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଓ ବିଦାୟୀ ଉପଜିଲ୍ଲାପାଳ ଶ୍ରୀ ସରୋଜ କୁମାର ଦାଶଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା ଜଣାଇଥିଲେ |