ଭୁବନେଶ୍ବର: ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ଓ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶା ଘରୋଇ ବସ ମାଲିକ ସଂଘର ବୈଠକ ପରେ ବସ୍ ବନ୍ଦ ଡାକରା ପ୍ରତ୍ୟାହୃତ ହୋଇଛି। ଏନେଇ ଉଭୟ ସଂଘ ପକ୍ଷରୁ ସୂଚନା ଦିଆଯାଇଛି।