Image 1734781779

ଭିଜିଲାନ୍ସ ଜାଲରେ ଡିଆଇସି ସୁବର୍ଣ୍ଣପୁର ଜିଏମ୍ , ଆୟ ବର୍ହିଭୂତ ସମ୍ପତ୍ତି ନେଇ ୩ଟି ସ୍ଥାନରେ ରେଡ୍

State

ସୁବର୍ଣ୍ଣପୁର : ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଜିଲ୍ଲା ଶିଳ୍ପ କେନ୍ଦ୍ର ଜିଏମ ।  ସୁବର୍ଣ୍ଣପୁର ଡିଆଇସି ଜିଏମ୍ ବିପିନ କୁମାର ଦେହୁରୀ ଭିଜିଲାନ୍ସ ଜାଲରେ ଧରାପଡିଛନ୍ତି ।   ୫ ହଜାର ଟଙ୍କା ଲାଞ୍ଚ ନେବାବେଳେ ମାଡି ବସିଲା ଭିଜିଲାନ୍ସ ।   ପିଏମଇଜିପି ଋଣ କରାଇଦେବା ପାଇଁ ନେଉଥିଲେ ଲାଞ୍ଚ ।  ଲାଞ୍ଚ ଟଙ୍କା ଜବତ କରିଛି ଭିଜିଲାନ୍ସ ।  ଟ୍ରାପ ପରେ ବିପିନ ଦେହୁରୀଙ୍କ ଆୟ ବର୍ହିଭୁତ ସମ୍ପତ୍ତି ଯାଞ୍ଚ କରୁଛି ଭିଜିଲାନ୍ସ ।  ଏକକାଳୀନ ୩ଟି ସ୍ଥାନରେ ଚାଲିଛି ଚଢ଼ାଉ ।