Gold Jewellery

କମିଲା ସୁନା ଦର

National & International

ନୂଆଦିଲ୍ଲୀ : ଆଜି ସୁନା ଦର ସାମାନ୍ୟ ହ୍ରାସ ପାଇଛି । ଆଜି ଭୁବନେଶ୍ୱରରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୮୨,୨୫୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୭୫,୪୦୦ ଟଙ୍କା ରହିଛି । ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ୧ ଗ୍ରାମ୍ ପିଛା ୭,୫୪୦ ଟଙ୍କା ହୋଇଥିବା ବେଳେ ୮ ଗ୍ରାମ ପିଛା ୬୦,୩୨୦ ଟଙ୍କା ରହିଛି ।
କଟକରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୭୫,୪୦୦ ଟଙ୍କା ରହିଛି । ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ୧ ଗ୍ରାମ୍ ପିଛା ୭,୫୪୦ ଟଙ୍କା ହୋଇଥିବା ବେଳେ ୮ ଗ୍ରାମ ପିଛା ୬୦,୩୨୦ ଟଙ୍କା ରହିଛି । ଏହା ଛଡା ରୁପା ଦରରେ ସାମାନ୍ୟ ହ୍ରାସ ପାଇଛି । ଶୁଦ୍ଧ ରୂପା ୧ ଗ୍ରାମ୍ ପିଛା ୧୦୩.୯୦ ଟଙ୍କା ରହିଥିବା ବେଳେ ୮ ଗ୍ରାମ୍ ପିଛା ୮୩୧.୨୦ ଟଙ୍କା, ୧୦୦ ଗ୍ରାମ୍ ପିଛା ୧୦,୩୯୦ ଓ ୧ କେଜି ପିଛା ୧,୦୩,୯୦୦ ଟଙ୍କା ରହିଛି।
ଦେଶର ବିଭିନ୍ନ ସହରରେ ସୁନାର ( ୨୨ କ୍ୟାରେଟ୍‌ ) ଦାମ୍: ଭୁବନେଶ୍ୱର- ୭୫,୫୫୦, କଟକ- ୭୫,୫୫୦, ମୁମ୍ୱାଇ- ୭୫,୫୫୦, ନୂଆଦିଲ୍ଲୀ- ୭୫,୫୫୦, କୋଲକାତା- ୭୫,୫୫୦