Slap

ନିର୍ମାଣାଧୀନ ଘରର ସ୍ଲାବ ଭୁଶୁଡି ଦୁଇ ଶ୍ରମିକଙ୍କ ମୃତ୍ୟୁ

State

ଭଞ୍ଜନଗର : ନିର୍ମାଣାଧୀନ ଘରର ସ୍ଲାବ ଭୁଶୁଡି ଦୁଇ ଶ୍ରମିକଙ୍କ ମୃତ୍ୟୁ । ଗଂଜାମ ଜିଲ୍ଲା ଆସିକା ଥାନା କର୍ପୁର ନୁଆଁ ଗାଁରେ ଘଟିଛି ଏଭଳି ଘଟଣା । ଘଟଣାସ୍ଥଳରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି ଅନ୍ୟ ଜଣେ ଶ୍ରମିକ । ଘରର ଛାତ ପଡ଼ିଥିବା ବେଳେ, ତାହାର ସ୍ଲାବ ଖୋଲିବା ସମୟରେ, ସ୍ଲାବ ଖସିପଡିବାରୁ ଦୁଇ ଜଣ ଶ୍ରମିକ ଗୁରୁତର ହୋଇଥିଲେ । ସେମାନଙ୍କୁ ଆସିକା ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଡ଼ାକ୍ତର ସେମାନଙ୍କୁ ମୃତ ଘୋଷଣା କରିଛନ୍ତି ।