କତାର LNG ଫ୍ୟାକ୍ଟ୍ରିବିସ୍ଫୋରଣରେ ୧୨ ଭାରତୀୟଙ୍କ ସମେତ ୧୩ ମୃତ
ନୂଆଦିଲ୍ଲୀ : କତାରରେ ଭୟାବହ ବିସ୍ଫୋରଣ । ୧୨ ଭାରତୀୟଙ୍କ ସମେତ ୧୩ ମୃତ୍ୟୁ ହୋଇଥିବା ବେଳେ ୬୬ ଆହତ ହୋଇଛନ୍ତି । ବୃହତ୍ତମ ଏଲଏନଜି ହବ୍ ‘ରସ ଲାଫାନ ଇଣ୍ଡଷ୍ଟ୍ରିଆଲ ସିଟି’ରେ ଥିବା ବାରଜାନ ସ୍ଥାନୀୟ ଗ୍ୟାସ ଯୋଗାଣ ପ୍ରତିଷ୍ଠାନରେ ଏକ ଭୟାବହ ବିସ୍ଫୋରଣ ଘଟିଥିଲା । ଘଟଣାକୁ ନେଇ ଭାରତୀୟ ଦୂତାବାସ ଚିନ୍ତା ପ୍ରକଟ କରିଛି । ରବିବାର ରାତି ପ୍ରାୟ ୧୦ଟା୩୦ରେ ଘଟିଥିବା ଏହି ଅଗ୍ନିକାଣ୍ଡ ଓ ବିସ୍ଫୋରଣରେ ୧୩ ଜଣ ପ୍ରାଣ ହରାଇଥିବା […]
Read More Text.