୨ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଭୁବନେଶ୍ୱର: ୨ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆଜି ଅପରାହ୍ନରେ ମୁଖ୍ୟମନ୍ତ୍ରୀଙ୍କର ଦିଲ୍ଲୀ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତ ଅବସରରେ କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିପାରନ୍ତି ମୁଖ୍ୟମନ୍ତ୍ରୀ। ଶନିବାରଠାରୁ ଦୁଇଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେ ରବିବାର ସନ୍ଧ୍ୟାରେ ଭୁବନେଶ୍ୱର ଫେରିବେ ବୋଲି ସୂତ୍ରରୁ ଜଣାପଡିଛି। ଏହି ଗସ୍ତରେ ମୁଖ୍ୟମନ୍ତ୍ରୀ ଦିଲ୍ଲୀରେ ହେବାକୁ ଥିବା ସରକାରୀ ଏବଂ ବେସରକାରୀ କାର୍ଯ୍ୟକ୍ରମରେ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି । […]
Read More Text.