ବଢିଲା ପାରାଦୀପ ବନ୍ଦର ସୁରକ୍ଷା, କେନ୍ଦ୍ରାପଡା ଓ ହୀରାକୁଦରେ ବି କଟକଣା

ଭୁବନେଶ୍ବର : ସମ୍ବଲପୁର ହୀରାକୁଦରେ ବଢିଲା ସୁରକ୍ଷା ବ୍ୟବସ୍ଥା । ଭାରତ-ପାକିସ୍ତାନ ଉତ୍ତେଜନାକୁ ଦୃଷ୍ଟିରେ ରଖି ହୀରାକୁଦ ଡ୍ୟାମ ଅଞ୍ଚଳ ବୁଲିବା ଉପରେ ରୋକ ଲଗାଯାଇଛି । ଆଜିଠାରୁ ପର୍ଯ୍ୟଟକଙ୍କୁ ହୀରାକୁଦ ଡ୍ୟାମ୍‍ ବୁଲିବା ମନା ହୋଇଛି । ସେପଟେ କେନ୍ଦ୍ରାପଡା ଜିଲାରେ ଥିବା ଲାଇଟ୍‍ହାଉସକୁ ପର୍ଯ୍ୟଟକଙ୍କୁ ବାରଣ କରାଯାଇଛି । ସାଂପ୍ରତିକ ପରିସ୍ଥିତିକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥାକୁ ବଢାଇ ଦିଆଯାଇଛି । ସେହିପରି ଭାରତ-ପାକ୍‌ ଉତ୍ତେଜନାକୁ ଦୃଷ୍ଟିରେ ରଖି ପାରାଦୀପ ବନ୍ଦର ସୁରକ୍ଷା ଶୁକ୍ରବାର […]

Read More Text.

ଓଡ଼ିଶାରେ ହାଇ ଆଲର୍ଟ: ପୁରୀ ସମେତ ଏସବୁ ସ୍ଥାନକୁୁ ସର୍ତକ ସୂଚନା

ପୁରୀ,୯।୫: ଭାରତ ଓ ପାକିସ୍ତାନ ମଧ୍ୟରେ ଚାଲିଥିବା ଉତ୍ତେଜନା ବୃଦ୍ଧି ପାଇବା ପରେ ଓଡ଼ିଶାରେ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରାଯାଇଛି। ପାକିସ୍ତାନର ବିଫଳ ଡ୍ରୋନ ଓ ମିସାଇଲ ଆକ୍ରମଣ ପ୍ରୟାସ ପରେ ରାଜ୍ୟ ସରକାର ଏବଂ ପୁଲିସ ଉଚ୍ଚ ସତର୍କତା ଜାରି କରିଛନ୍ତି। ଏହି ପରିପ୍ରେକ୍ଷୀରେ ଓଡ଼ିଶାରେ ଗୁରୁତ୍ୱପୂର୍ଣ୍ଣ ସ୍ଥାନଗୁଡ଼ିକରେ ସୁରକ୍ଷା ବ୍ୟବସ୍ଥାକୁ ଜୋରଦାର କରାଯାଇଛି। ପୁରୀର ଜଗନ୍ନାଥ ମନ୍ଦିର ଓ ବଙ୍ଗୋପସାଗର, ଭୁବନେଶ୍ୱର ବିମାନବନ୍ଦର, ବାଲେଶ୍ୱରରେ ଥିବା ଚାନ୍ଦିପୁର ମିସାଇଲ ପରୀକ୍ଷଣ କେନ୍ଦ୍ର ଏବଂ […]

Read More Text.

ଖୋଲିଲା ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍‌: ଜମ୍ମୁରୁ ଓଡ଼ିଆ ଛାତ୍ରୀଛାତ୍ରଙ୍କୁ ଫେରାଇ ଆଣିବା ପାଇଁ ବ୍ୟବସ୍ଥା

ଶ୍ରୀନଗର,୯ା୫: ଭାରତ-ପାକିସ୍ତାନ ସାମରିକ କାର୍ଯ୍ୟକଳାପ ବୃଦ୍ଧି ପାଇବା ପରେ ଜମ୍ମୁରେ ଅଧ୍ୟୟନରତ ଓଡ଼ିଆ ଛାତ୍ରଙ୍କୁ ଫେରାଇ ଆଣିବା ପାଇଁ ବ୍ୟବସ୍ଥା କରାଯାଉଛି। କେନ୍ଦ୍ରୀୟ ସଂସ୍କୃତ ବିଶ୍ବବିଦ୍ୟାଳୟ ଖାଲି କରିବାକୁ ନିର୍ଦ୍ଦେଶ ପରେ ଏହି ପଦକ୍ଷେପ ନିଆଯାଇଛି। ଏନେଇ ଓଡ଼ିଶା ସରକାର ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍‌ ଖୋଲିଛନ୍ତି। ଦିଲ୍ଲୀସ୍ଥିତ ଓଡ଼ିଶା ନିବାସରେ ଛାତ୍ରୀଛାତ୍ରଙ୍କ ପାଇଁ ଏହି କଣ୍ଟ୍ରୋଲ ରୁମ୍‌ ଖୋଲାଯାଇଛି। ଏହି ନମ୍ବରଗୁଡ଼ିକ ହେଲା-୭୪୨୮୧୩୫୦୪୪, ୦୧୧-୨୪୬୭୯୨୦୧। ଏହି ନମ୍ବରରେ ଯୋଗାଯୋଗ କରିବାକୁ ପରିବାରବର୍ଗଙ୍କୁ ସରକାରଙ୍କ ପକ୍ଷରୁ ନିବେଦନ […]

Read More Text.

ଜେଲ୍‌ରେ ରହିବ ଦୁର୍ଦ୍ଦାନ୍ତ କଏଦୀଙ୍କ ଭଏସ୍ ରେକର୍ଡ: ତିହାର ଜେଲ୍‌ ଢାଞ୍ଚାରେ ଲାଗିବ ଅଡିଓ ଟ୍ରାକର୍‌

ଭୁବନେଶ୍ବର: ନରହତ୍ୟା, ଡକାୟତି, ଦାଦାବଟି ଆଦାୟ ଭଳି ସଂଗିନ ଆପରାଧିକ ମାମଲାରେ ଜେଲ୍‌ରେ ଥିବା ଦୁର୍ଦ୍ଦାନ୍ତ କଏଦୀଙ୍କ ଭଏସ୍‌ ରେକର୍ଡିଂ କରାଯିବ। ସ୍ବତନ୍ତ୍ର ଡାଟାବେସ୍‌ରେ ସେସବୁ ରେକର୍ଡିଂକୁ ସାଇତି ରଖାଯିବ। କେବଳ ସେତିକି ନୁହେଁ, ତିହାର ଜେଲ୍‌ ଭଳି ରାଜ୍ୟର କେତେକ ପ୍ରମୁଖ ଜେଲ୍‌ରେ ଅଡିଓ ଟ୍ରାକର୍‌ ଖଞ୍ଜାଯିବ। ସେହିଭଳି ଜାମର୍‌ ବ୍ୟବସ୍ଥା ଉପରେ ସମୀକ୍ଷା କରାଯିବ ଏବଂ ରାଜ୍ୟର ସମସ୍ତ ୮୭ ଜେଲ୍‌ର ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯିବ। ନୂଆକରି ଦାୟିତ୍ବ ନେବା ପରେ ଜେଲ୍‌ […]

Read More Text.

ଶିମିଳିପାଳ ଜାତୀୟ ଉଦ୍ୟାନରେ ଏ ଆଇ ସୁରକ୍ଷା ପ୍ରଣାଳୀ ଫଳପ୍ରଦ: ବନ୍ଧା ହେଲେ ତିନି ଅଭିଯୁକ୍ତ

ବାରିପଦା: ମୟୂରଭଞ୍ଜ ଜିଲ୍ଲା ଶିମିଳିପାଳ ଜାତୀୟ ଉଦ୍ୟାନରେ ଗତକାଲି ରାତିରେ ଶିକାର କରିବା ସମୟରେ ଏ ଆଇ କ୍ୟାମେରା ଦ୍ୱାରା ଚିହ୍ନଟ ହୋଇ ତିନି ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଏମାନଙ୍କୁ କୋର୍ଟଚାଲାଣ କରାଯାଇଥିଲା। ସେମାନଙ୍କର ଜାମିନ ନାମଞ୍ଜୁର ହେବା ପରେ ଜେଲକୁ ପଠାଇଦିଆଯାଇଛି। ଗିରଫ ଅଭିଯୁକ୍ତମାନେ ହେଲେ ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ଜୁହା ଗାଁର ଲାଛୁ ମୁର୍ମୁ, ମଧୁସୂଦନ ମୁର୍ମୁ ଓ ଘସିରାମ ଟୁଡୁ। ଏମାନେ ଅଭ୍ୟାସଗତ ଅପରାଧୀ ଏବଂ ଆଧୁନିକ ଅସ୍ତ୍ର ବ୍ୟବହାର କରୁଥିବା […]

Read More Text.

ପ୍ରଚୁର ଔଷଧ ମହଜୁଦ୍‌ ରଖ- କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା

ନୂଆଦିଲ୍ଲୀ : ଭାରତ-ପାକ୍‌ ମଧ୍ୟରେ ଲାଗିଥିବା ଉତ୍ତେଜନା ମଧ୍ୟରେ ହେଉଛି ଘନ ଘନ ବୈଠକ । ଶୁକ୍ରବାର କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା ବରିଷ୍ଠ ଅଧିକାରୀଙ୍କ ସହ ଏକ ସମୀକ୍ଷା ବୈଠକ କରିଛନ୍ତି । ଏହି ବୈଠକ ପରେ କିଛି ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି ଜେପି ନଡ୍ଡା । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ପ୍ରଚୁର ଔଷଧ ମହଜୁଦ୍‌ ରଖିବାକୁ ଔଷଧ ନିର୍ମାତା କମ୍ପାନୀ ଓ ବିତରକମାନଙ୍କୁ କଡା ନିର୍ଦ୍ଦେଶ ଦେଇଛନ୍ତି । ମନ୍ତ୍ରୀ କହିଛନ୍ତି, ଏଥିରେ […]

Read More Text.

ରଜୌରୀରେ ପାକ୍ ମିସାଇଲରେ ଭାଙ୍ଗିଲା ଘର

ନୂଆଦିଲ୍ଲୀ : ଭାରତ ଓ ପାକିସ୍ତାନ ମଧ୍ୟରେ ତିକ୍ତତା ଚରମ ସୀମାରେ ପହଞ୍ଚିଛି । ଭାରତର ଜବରଦସ୍ତ ପ୍ରହାରରେ ପାକିସ୍ତାନର ଅଣ୍ଟା ଭାଙ୍ଗିଯାଇଛି । ଭାରତୀୟ ସେନା ପାକିସ୍ତାନର ୨ ଜେଏଫ୍-୧୭ ଓ ଗୋଟିଏ ଏଫ-୧୬ ଫାଇଟର ଜେଟ୍ ମାରି ଖସାଇଛି । ଏହା ସହିତ ପାକିସ୍ତାନ ଏୟାରଫୋର୍ସର ଏଡବ୍ଲୁଏସିଏସ୍ ବିମାନ ପାକିସ୍ତାନର ପଞ୍ଜାବ ପ୍ରାନ୍ତରେ ଧ୍ବସଂ କରିଦେଇଛି । ପ୍ରାୟ ୪୮ ଘଣ୍ଟାରେ ପାକିସ୍ତାନକୁ ଅନେକ କ୍ଷୟକ୍ଷତିର ସମ୍ମୁଖୀନ ହେବାକୁ ପଡିଛି । ରଜୌରୀରେ ଏକ […]

Read More Text.

ସବୁ ସେନାଧିକାରୀଙ୍କ ଛୁଟି ବାତିଲ

ନୂଆଦିଲ୍ଲୀ : ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ସିଡିଏସ୍‌ ଓ ୩ ସେନା ପ୍ରମୁଖଙ୍କ ସହ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି । ଏହି ବୈଠକରେ ଅନେକ ନିଷ୍ପତ୍ତି ନିଆଯାଇଛି । କେନ୍ଦ୍ର ସରକାରଙ୍କ ସମୀକ୍ଷା ବୈଠକ ପରେ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶନାମା ଆସିଛି। ବାତିଲ ହୋଇଛି ସବୁ ସେନାଧିକାରୀଙ୍କ ଛୁଟି । କୌଣସି କାରଣରୁ ଛୁଟିରେ ଥିଲେ ତୁରନ୍ତ କାର୍ଯ୍ୟରେ ଯୋଗ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି । ସେନାକୁ ସହଯୋଗ କରିବାକୁ ଟେରିଟୋରିଆଲ ଆର୍ମିକୁ ମଧ୍ୟ ପ୍ରସ୍ତୁତ ରହିବାକୁ […]

Read More Text.

ପାକିସ୍ତାନ ସଂସଦରେ ମୋଦିଙ୍କୁ ପ୍ରଶଂସା କଲେ ଶେହବାଜଙ୍କ ଏମପି, କହିଲେ ପାକ୍‌ ପ୍ରଧାନମନ୍ତ୍ରୀ ଶୃଗାଳ

ଇସଲାମବାଦ,୯।୫: ଭାରତ ଓ ପାକିସ୍ତାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ପାକିସ୍ତାନ ସଂସଦରେ ଜଣେ ଏମପି ବିସ୍ଫୋରକ ବୟାନ ଦେଇଛନ୍ତି। ଯାହା ଏବେ ସାରା ବିଶ୍ୱରେ ଚହଳ ପକାଇଛି। ପାକିସ୍ତାନର ପ୍ରଧାନମନ୍ତ୍ରୀ ଶେହବାଜ ଶରିଫଙ୍କୁ ‘କାପୁରୁଷ’ ଓ ‘ଶୃଗାଳ’ ବୋଲି ଆଖ୍ୟା ଦେଇ ଜଣେ ଏମପି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱକୁ ପ୍ରଶଂସା କରିଛନ୍ତି। ଏହି ଘଟଣା ପାକିସ୍ତାନର ରାଜନୀତି ଓ ସାମରିକ ମହଲରେ ତୀବ୍ର ପ୍ରତିକ୍ରିୟା ସୃଷ୍ଟି କରିଛି। ପାକିସ୍ତାନ ସଂସଦରେ ଏମପି ଜଣକ କହିଛନ୍ତି, […]

Read More Text.

ପାକିସ୍ତାନକୁ କଡ଼ା ସମାଲୋଚନା କଲେ ପୂର୍ବତନ ସୁପ୍ରିମକୋର୍ଟ ବିଚାରପତି କାଟଜୁ

ନୂଆଦିଲ୍ଲୀ,୯।୫: ପୂର୍ବତନ ସୁପ୍ରିମକୋର୍ଟ ବିଚାରପତି ମାର୍କଣ୍ଡେୟ କାଟଜୁ ଭାରତ ଏବଂ ପାକିସ୍ତାନ ମଧ୍ୟରେ ବଢ଼ୁଥିବା ବିବାଦ ଉପରେ କଟାକ୍ଷ କରିଛନ୍ତି। ସେ ଫେସବୁକରେ ଦୁଇଟି ପୋଷ୍ଟ ଲେଖିଛନ୍ତି ଏବଂ ପାକିସ୍ତାନକୁ କଡ଼ା ସମାଲୋଚନା କରିଛନ୍ତି। ସେ କହିଛନ୍ତି ଯେ ଆମେ ଖୁବ ଶୀଘ୍ର ଲାହୋରରେ ଜଳଖିଆରେ ବେକନ ଏବଂ ଅଣ୍ଡା ଖାଇବୁ, ଇସଲାମାବାଦରେ ମଧ୍ୟାହ୍ନ ଭୋଜନରେ ବିରିୟାନିର ମଜା ନେବୁ, ପେଶାୱରରେ ଚା’ ସହିତ ଡୋନଟ୍ସ ଖାଇବୁ ଏବଂ କରାଚୀରେ ରାତ୍ରୀ ଭୋଜନରେ ସାମୁଦ୍ରିକ ଖାଦ୍ୟ ବା […]

Read More Text.