ସଂଶୋଧନ ହେଲା ଓଡ଼ିଶାର ସହର ଓ ଜିଲ୍ଲାର ଇଂରାଜୀ ନାମ
ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନର ଭୁଲ୍ ଇଂରାଜୀ ନାମର ସଂଶୋଧନ କରାଯାଇଛି । ଏ ନେଇ ରାଜସ୍ବ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ୨୬ ଜିଲ୍ଲାର ବିଭିନ୍ନ ସ୍ଥାନର ଭୁଲ୍ ଇଂରାଜୀ ନାମ ସଂଶୋଧନ ହୋଇଛି । Angulର ଇଂରାଜୀ ନାମ ସଂଶୋଧନ ହୋଇ ANUGOLA ହୋଇଛି । ସେହିପରି Pallaharaର ଇଂରାଜୀ ନାମ PALALAHADA କରାଯାଇଛି । CUTTACK ହୋଇଛି KATAKA । BALASORE ହୋଇଛି BALESHWAR । SORO […]
Read More Text.