ମାଓବାଦୀ-ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିମୟ: ୨୨ ନକ୍ସଲ ନିହତ
ମାଲକାନଗିରି: ମାଲକାନଗିରି ସୀମାନ୍ତ ଛତିଶଗଡ଼ ଏବଂ ତେଲେଙ୍ଗାନା ସୀମାନ୍ତବର୍ତ୍ତିୀ କାରେଗଟ୍ଟା ଜଂଗଲରେ ଗତ ୧୬ ଦିନ ହେବ ମାଓ ଅପେରସନ ଜୋରଦାର ଚାଲିଛି। ତେବେ ଗତକାଲି ରାତିଠାରୁ ଜଙ୍ଗଲରେ ମାଓବାଦୀଙ୍କ ସହ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିମୟ ଚାଲିଛି। ଏହି ଗୁଳିବିନିମୟରେ ୨୨ ଜଣ ନକ୍ସଲ ନିହତ ହୋଇଥିବା ଖବର ମିଳିଛି। କିନ୍ତୁ କୌଣସି ପୁଲିସ ଅଧିକାରୀ ବର୍ତ୍ତମାନ ପର୍ଯ୍ୟନ୍ତ କେତେ ନକ୍ସଲ ନିହତ ହୋଇଛନ୍ତି କହୁ ନାହାନ୍ତି। ସନ୍ଧ୍ୟା ସୁଦ୍ଧା ସମସ୍ତ ରିପୋର୍ଟ ମିଳିବ ବୋଲି ପୁଲିସ […]
Read More Text.