ବଢ଼ିଲା ସିବିଆଇ ନିର୍ଦେଶକ ପ୍ରବୀଣ ସୁଦ୍ଙ୍କ କାର୍ଯ୍ୟକାଳ
ନୂଆଦିଲ୍ଲୀ: ସିବିଆଇ ନିର୍ଦ୍ଦେଶକ ପ୍ରବୀଣ ସୁଦଙ୍କ ଗୋଟିଏ ବର୍ଷ ପାଇଁ କାର୍ଯ୍ୟକାଳ ବୃଦ୍ଧି କରାଯାଇଛି। ମନୋନୟନ କମିଟିର ସୁପାରିଶ ଆଧାରରେ କ୍ୟାବିନେଟର ନିଯୁକ୍ତି କମିଟି ଶ୍ରୀ ସୁଦଙ୍କ କାର୍ଯ୍ୟକାଳ ୨୪ ମଇ ପରେ ଆଉ ଗୋଟିଏ ବର୍ଷ ପାଇଁ ବୃଦ୍ଧିକୁ ଅନୁମୋଦନ କରିଛି। ବୁଧବାର କେନ୍ଦ୍ର ସରକାରଙ୍କ ପକ୍ଷରୁ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ନିର୍ଦ୍ଦେଶକ ପ୍ରବୀଣ ସୁଦଙ୍କ କାର୍ଯ୍ୟକାଳକୁ ଏକ ବର୍ଷ ବୃଦ୍ଧି କରାଯାଇଛି। ଶ୍ରୀ ସୁଦ ୨୫ ମଇ, ୨୦୨୩ରେ ଦୁଇ ବର୍ଷ ପାଇଁ […]
Read More Text.